
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୭୫୫ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୮,୪୨୯ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୫,୭୮୭ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୫,୭୮୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୩୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୩,୨୬୨
ମଣିପୁରରେ ୪୩୯ କରୋନାର ନୂଆ ମାମଲା
ଇମ୍ଫାଲ, ମଣିପୁରରେ ଗତ ୨୪ ଘଂଟାରେ ୪୩୯ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ରାଜ୍ୟରେ ୬୫୨୮ ସକ୍ରିୟ ମାମଲା ରହିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO