ଏହି କମିଟି ତୁରନ୍ତ ଘଟଣାସ୍ଥଳ ଗସ୍ତକରି ସ୍ଥାନୀୟ ଅଂଚଳର ବିଭିନ୍ନ ବ୍ୟକ୍ତି, କର୍ତୃପକ୍ଷ ଓ କୃଷକବର୍ଗଙ୍କ ସହିତ ଆଲୋଚନା କରି ତଥ୍ୟ ସଂଗ୍ରହ କରି ଏକ ସବିଶେଷ ରିପୋର୍ଟ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଅତିଶୀଘ୍ର ଦାଖଲ କରିବାକୁ ଶ୍ରୀ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO