ଭୁବନେଶ୍ବର, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଭାରତୀୟ ହକି ଦଳର ଦୁଇ ଓଡ଼ିଆ ଖେଳାଳି ବିରେନ୍ଦ୍ର ଲାକ୍ରା ଏବଂ ଅମିତ ରୋହିଦାସଙ୍କୁ ନୂଆଦିଲ୍ଲୀ ସ୍ଥିତ ନିଜ ବାସଭବନରେ ଭେଟି ଟୋକିଓ ଅଲମ୍ପିକ୍ସରେ ସଫଳ ପ୍ରଦର୍ଶନ ପାଇଁ ଅଭିନନ୍ଦନ ଜଣାଇବା ସହ ସମ୍ବର୍ଦ୍ଧିତ କରିଛନ୍ତି ।