ଭୁବନେଶ୍ବର, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଭାରତୀୟ ହକି ଦଳର ଦୁଇ ଓଡ଼ିଆ ଖେଳାଳି ବିରେନ୍ଦ୍ର ଲାକ୍ରା ଏବଂ ଅମିତ ରୋହିଦାସଙ୍କୁ ନୂଆଦିଲ୍ଲୀ ସ୍ଥିତ ନିଜ ବାସଭବନରେ ଭେଟି ଟୋକିଓ ଅଲମ୍ପିକ୍ସରେ ସଫଳ ପ୍ରଦର୍ଶନ ପାଇଁ ଅଭିନନ୍ଦନ ଜଣାଇବା ସହ ସମ୍ବର୍ଦ୍ଧିତ କରିଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO