ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୩୭,୯୨୭ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୪୯୩ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩,୮୫,୩୩୬ ଥିବା ବେଳେ ବର୍ତମାନ ସୁଦ୍ଧା ୪,୩୧,୨୨୫ ଜଣ ମୃତ୍ୟୁ ବରଣ କରିଛନ୍ତି ।
ଦେଶରେ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୪୯,୩୬,୨୪,୪୪୦ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୯,୨୩,୬୮୩ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୪୯,୩୬,୨୪,୪୪୦ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା