
କରୋନାରେ ଦେଶରେ ଗତ ୨୪ ଘଂଟାରେ ୩୨,୯୩୭ ନୂଆ ମାମଲା
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୩୨,୯୩୭ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୪୧୭ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩,୮୧,୯୪୭ ଥିବା ବେଳେ ବର୍ତମାନ ସୁଦ୍ଧା ୪,୩୧,୬୪୨ ଜଣ ମୃତ୍ୟୁ ବରଣ କରିଛନ୍ତି ।