ମୁମ୍ବାଇରେ ଗତ ୨୪ ଘଂଟାରେ ୧୯୦ କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୧୯୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୯ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୭୪୯ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୨୭ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୬୭ ହୋଇ ଯାଇଛି ।