
ତାମିଲନାଡୁରେ ଗତ ୨୪ ଘଂଟାରେ ୧,୮୫୧ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୧,୮୫୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୮ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩୪,୫୪୭ହୋଇଛି ।
ଝାରଖଣ୍ଡରେ କରୋନାର ୩୫ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୩୫ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩୬ ହୋଇଛି ।