ରାଇରଙ୍ଗପୁର, ବକେୟା ଦରମା ଦାବିରେ ରାଇରଙ୍ଗପୁର ପୌର ପରିଷଦର ଅସ୍ଥାୟୀ ସଫେଇ କର୍ମଚାରୀ ମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବା ସହ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି । ଆନ୍ଦୋଳନରେ ବହୁ ସଂଖ୍ୟାରେ ସଫେଇ କର୍ମଚାରୀ ଯୋଗ ଦେଇଛନ୍ତି ।
ରାଇରଙ୍ଗପୁର, ବକେୟା ଦରମା ଦାବିରେ ରାଇରଙ୍ଗପୁର ପୌର ପରିଷଦର ଅସ୍ଥାୟୀ ସଫେଇ କର୍ମଚାରୀ ମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବା ସହ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି । ଆନ୍ଦୋଳନରେ ବହୁ ସଂଖ୍ୟାରେ ସଫେଇ କର୍ମଚାରୀ ଯୋଗ ଦେଇଛନ୍ତି ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO