ଗଞ୍ଜାମ, ବ୍ରହ୍ମପୁର ଏମକେସିଜି ମେଡ଼ିକାଲ କଲେଜରେ ହାଉସ ସର୍ଜନ ମାନଙ୍କୁ ନିୟମିତ ଷ୍ଟାଇପେଣ୍ଡ ମିଳୁ ନଥିବାରୁ ଏହାର ପ୍ରତିବାଦରେ କଳା ବ୍ୟାଜ୍ ଲଗାଇ କାର୍ଯ୍ୟରେ ଯୋଗଦେଇଛନ୍ତି ହାଉସ ସର୍ଜନ ମାନେ । ଦାବି ପୂରଣ ନହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରୀ ରହିବ ବୋଲି ସେମାନେ କହିଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO