
ଗଞ୍ଜାମ, ଗଞ୍ଜାମ ଜିଲ୍ଲା ଦୌରାଜଜ୍ ଶଶିକାନ୍ତ ମିଶ୍ର ଏକ ହତ୍ୟା ମାମଲାର ଶୁଣାଣି କରି ଅଭିଯୁକ୍ତକୁ ନିର୍ଦ୍ଦେଶ ସାବ୍ୟସ୍ତ କରିଛନ୍ତି । ଅଭିଯୁକ୍ତ ଜଣକ ହେଉଛନ୍ତି ମୃତ ବ୍ୟକ୍ତି ଅରକ୍ଷିତ ମହାରଣାଙ୍କ ନାତି ତରୁଣ ମହାରଣା । ଟଙ୍କା ଲୋଭରେ ନାତି ତରୁଣ ଅଜା ଅରକ୍ଷିତଙ୍କୁ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଥିଲା । ଏହି ମାମଲାର ବିଚାରଣା ବେଳେ ଆବଶ୍ୟକ ସାକ୍ଷ୍ୟ, ପ୍ରମାଣର ଅଭାବ ଯୋଗୁଁ କୋର୍ଟ ତରୁଣଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO