ଭୁବନେଶ୍ୱର,ରାଜ୍ୟରେ କରୋନାରେ ଆଉ ୬୯ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୭,୨୨୩ ହୋଇ ଯାଇଛି ।