ବଣେଇ, ସୁନ୍ଦରଗଡ଼ ଜିଲ୍ଲା ବଣେଇ ଉପଖଣ୍ଡ ଅନ୍ତର୍ଗତ କୋଇଡ଼ା ରେଙ୍ଗାଲବେଢ଼ା ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ଜଣ ବାଇକ୍ ଆରୋହୀ ଗୁରୁତର ହୋଇଛନ୍ତି । ଉଭୟଙ୍କୁ ଚିକିତ୍ସା ନିମନ୍ତେ ରାଉଲକେଲା ସ୍ଥାନାନ୍ତରିତ କରାଯାଇଛି ।
ବଣେଇ, ସୁନ୍ଦରଗଡ଼ ଜିଲ୍ଲା ବଣେଇ ଉପଖଣ୍ଡ ଅନ୍ତର୍ଗତ କୋଇଡ଼ା ରେଙ୍ଗାଲବେଢ଼ା ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ଜଣ ବାଇକ୍ ଆରୋହୀ ଗୁରୁତର ହୋଇଛନ୍ତି । ଉଭୟଙ୍କୁ ଚିକିତ୍ସା ନିମନ୍ତେ ରାଉଲକେଲା ସ୍ଥାନାନ୍ତରିତ କରାଯାଇଛି ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO