ବରଗଡ଼, ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ବରପାଲି ବ୍ଲକ୍ କୁମ୍ଭାରୀ ସମବାୟ ସମିତିର ସମ୍ପାଦକ ଗୌର ଚନ୍ଦ୍ର ବୁଦ୍ଧିଆଙ୍କ ଘର ଓ କାର୍ଯ୍ୟାଳୟରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି । ଚଢ଼ଉ ଜାରୀ ରହିଥିବାରୁ ଏନେଇ ସବିଶେଷ ତଥ୍ୟ ମିଳିପାରିନାହିଁ ।