ବରଗଡ଼, ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ବରପାଲି ବ୍ଲକ୍ କୁମ୍ଭାରୀ ସମବାୟ ସମିତିର ସମ୍ପାଦକ ଗୌର ଚନ୍ଦ୍ର ବୁଦ୍ଧିଆଙ୍କ ଘର ଓ କାର୍ଯ୍ୟାଳୟରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି । ଚଢ଼ଉ ଜାରୀ ରହିଥିବାରୁ ଏନେଇ ସବିଶେଷ ତଥ୍ୟ ମିଳିପାରିନାହିଁ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO