ଗଞ୍ଜାମ, ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟରେ ଏକ ଦୋକାନରେ ପଶି ୫ ଜଣଙ୍କୁ ଖଣ୍ଡା ଓ ଭୁଜାଲିରେ ଅତର୍କିତ ଭାବେ ଆକ୍ରମଣ କରିଛନ୍ତି ୧୫ରୁ ୨୦ ଜଣ ଦୁର୍ବୃତ । ଦୁର୍ବୃତ ମାନେ ୮ଟି ବାଇକ୍ ରେ ଆସିଥିବା ସୂଚନା ମିଳିଛି । ଖବର ପାଇ ଖଲ୍ଲିକୋଟ ପୋଲିସ ଘଟଣାସ୍ଥଳରେ ପହଂଚି ଛାନଭିନ୍ ଆରମ୍ଭ କରିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO