-
ପ୍ରତିବାଦରେ ରାସ୍ତା ଅବରୋଧ, ଧାରଣା
ପାରଳାଖେମୁଣ୍ଡି, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାରେ ଅବହେଳା କାରଣରୁ ରୋଗୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ଯାହାର ପ୍ରତିବାଦରେ ମୃତକଙ୍କ ପରିବାର ଲୋକେ ଆଜି ମେଡ଼ିକାଲ ଛକରେ ଦୀର୍ଘ ସମୟ ଧରି ରାସ୍ତା ଅବରୋଧ କରିବା ସହ ସେଠାରେ ଧାରଣା ଦେଇଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO