ରାଉରକେଲା, ରାଉରକେଲା ରେଳଷ୍ଟେସନରୁ ପାନପୋଷ ମୁଖ୍ୟ ରାସ୍ତା ମରାମତି ଦାବିରେ ଆଜି ନାଲା ରୋଡ଼ ଛକରେ ଜିଲ୍ଲା କଂଗ୍ରେସ ପକ୍ଷରୁ ଧାରଣା ଦିଆଯିବା ସହ ସେଠାରେ ରାସ୍ତାରୋକ କରାଯାଇଛି । ଫଳରେ ଦୀର୍ଘ ସମୟ ଧରି ସମ୍ପୃକ୍ତ ରୁଟ୍ ରେ ଯାନବାହନ ଚଳାଚଳ ବ୍ୟାହତ ହୋଇଛି । ଜିଲ୍ଲା କଂଗ୍ରେସ ସଭାପତି ଜର୍ଜ ତିର୍କୀ, କଂଗ୍ରେସ ନେତା ବିରେନ ସେନାପତିଙ୍କ ସମେତ ମହିଳା କଂଗ୍ରେସ ଓ ଛାତ୍ର କଂଗ୍ରେସର ଶତାଧିକ କର୍ମୀ ଆନ୍ଦୋଳନରେ ସାମିଲ୍ ହୋଇଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO