
-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୦୬୫୦୩
ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୮୪୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୦୬୫୦୩ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୧୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୯୦୭୯୬ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୭୮୨୦ ରହିଛି ।