ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ଏମ ସିନ୍ଧିଆଙ୍କ ଦ୍ୱାରା ଲିଖିତ ପ୍ରବନ୍ଧ ଭାରତରେ ବିମାନ ଯାତ୍ରାର ଗଣତନ୍ତ୍ରୀକରଣ ଶେୟାର କରାଯାଇଛି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟ୍ୱିଟ କରିଛନ୍ତି;
“ଭାରତରେ ‘ବିମାନ ଯାତ୍ରାର ଗଣତନ୍ତ୍ରୀକରଣ’ ସମ୍ପର୍କରେ ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଜେଏମ_ସିନ୍ଧିଆ ।”
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO