ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧,୧୫୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୧ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୮,୪୧୨ହୋଇଛି ।
ମୁମ୍ବାଇରେ ଗତ ୨୪ ଘଂଟାରେ ୪୧୬ କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୪୧୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୧୮୭ହୋଇଛି ।
କେରଳରେ ଗତ ୨୪ ଘଂଟାରେ ୩୨,୮୦୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୩୨,୮୦୩ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୨୯,୯୧୨ ହୋଇ ଯାଇଛି ।