
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୪୩୪୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦,୬୦୭
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୪୩୪୨ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୪୩୪୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦,୬୦୭
ମୁମ୍ବାଇରେ ଗତ ୨୪ ଘଂଟାରେ ୪୪୧ କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୪୪୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩୪୧୮ହୋଇଛି ।