ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୩୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪୪ ହୋଇ ଯାଇଛି ।
ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୧,୩୭୮ ନୂଆ ମାମଲା
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୧,୩୭୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୪,୭୦୨ ହୋଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୧୨୪୦ କରୋନାର ନୂଆ ମାମଲା
ବେଙ୍ଗାଲୁରୁ ,କର୍ଣାଟକରେ ଗତ ୨୪ ଘଂଟାରେ ୧୨୪୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୮,୩୭୮ହୋଇଛି ।
କେରଳରେ ଗତ ୨୪ ଘଂଟାରେ ୩୨,୦୯୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ ,କେରଳରେ ଗତ ୨୪ ଘଂଟାରେ ୩୨,୦୯୭ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୪୦,୧୮୬ ହୋଇ ଯାଇଛି ।