ଭୁବନେଶ୍ୱର – ଆଲୋକର ପର୍ବ ପବିତ୍ର ଦୀପାବଳି ଉପଲକ୍ଷେ ଦେଶ ତଥା ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣିଦେଉ ବୋଲି ଶ୍ରୀ ପ୍ରଧାନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ କାମନା କରିଛନ୍ତି ।
ଏହି ପବିତ୍ର ଦିନରେ ସମସ୍ତେ ସଚେତନ ହୋଇ ସୁରକ୍ଷିତ ଭାବେ ଦୀପାବଳି ପାଳନ କରିବାକୁ ଶ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO