କୋଲକାତା ,ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୬୮୬ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୬୯୪ ହୋଇ ଯାଇଛି ।
ମୁମ୍ବାଇରେ ଗତ ୨୪ ଘଂଟାରେ ୪୪୨ କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୪୪୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩୫୩୨ହୋଇଛି ।