ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୨୯,୬୮୨ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୫୦,୦୬୫ ହୋଇ ଯାଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୯୮୩ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୯୮୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୧ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୭,୭୪୬ ହୋଇଛି ।
କେରଳରେ ଗତ ୨୪ ଘଂଟାରେ ୨୯,୬୮୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ,କେରଳରେ ଗତ ୨୪ ଘଂଟାରେ ୨୯,୬୮୨ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୫୦,୦୬୫ ହୋଇ ଯାଇଛି ।
ଝାରଖଣ୍ଡରେ କରୋନାର ୧୬ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୧୬ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩ ହୋଇଛି ।