ଭୁବନେଶ୍ୱର, ୨୦୨୧ ଅଗଷ୍ଟ ସୁଦ୍ଧା କୋଭିଡ ପାଇଁ ୧ ହଜାର ୪୦ କୋଟି ୧୯ ଲକ୍ଷ ୨୭ ହଜାର ୬୦୫ ଟଙ୍କା ଖର୍ଚ୍ଚ ହୋଇଛି । ଏଥିରୁ ୩୮ କୋଟି ୮୬ ଲକ୍ଷ ଟଙ୍କା ସହାୟତା କେନ୍ଦ୍ର ସରକାର ଦେଇଛନ୍ତି । ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନର ଉତରରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଏହି ସୂଚନା ଦେଇଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO