
ରାଂଚି,ଝାରଖଣ୍ଡରେ କରୋନାର ୧୮ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩ ହୋଇଛି ।
ଆସାମରେ କରୋନାର ୬୩୬ ନୂଆ ମାମଲା
ଦିସପୁର, , ଆସାମରେ ଗତ ୨୪ ଘଂଟାରେ କରୋନାର ୬୩୬ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୫,୦୬୮ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୭୩୯ ନୂଆ ମାମଲା
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୭୩୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୪,୫୫୦ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୩୫୨ କରୋନାର ନୂଆ ମାମଲା
ଦିଲ୍ଲୀ, , ଦିଲ୍ଲୀରେ ଗତ ୨୪ ଘଂଟାରେ ୩୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬୨୭ ହୋଇ ଯାଇଛି ।