ପାରଳାଖେମୁଣ୍ଡି, ଗଜପତି ଜିଲ୍ଲା କାଶିନଗର ସ୍ଥିତ ବଂଶଧାରା ନଦୀରେ ବୁଡ଼ି ଜଣେ ବାଳକର ମୃତ୍ୟୁ ଘଟିଛି । ଅନ୍ୟ ଜଣେ ନିଖୋଜ ରହିଛି । ସ୍ଥାନୀୟ ଲୋକେ ଓ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରୀ ରହିଛି ।
ପାରଳାଖେମୁଣ୍ଡି, ଗଜପତି ଜିଲ୍ଲା କାଶିନଗର ସ୍ଥିତ ବଂଶଧାରା ନଦୀରେ ବୁଡ଼ି ଜଣେ ବାଳକର ମୃତ୍ୟୁ ଘଟିଛି । ଅନ୍ୟ ଜଣେ ନିଖୋଜ ରହିଛି । ସ୍ଥାନୀୟ ଲୋକେ ଓ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରୀ ରହିଛି ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO