ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣେଶ ଚତୁର୍ଥୀ ଅବସରରେ ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ ସମସ୍ତଙ୍କୁ ଗଣେଶ ଚତୁର୍ଥୀ ଅବସରରେ ହାର୍ଦିକ ମଙ୍ଗଳକାମନା । ଏହି ପବିତ୍ର ଅବସର ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି, ସୌଭାଗ୍ୟ ଓ ଆରୋଗ୍ୟ ନେଇ ଆସୁ । ଗଣପତି ବାପା ମୋରୟା ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO