
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୯୬୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୭,୦୨୮ହୋଇଛି ।
ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୧୬୦୮ ନୂଆ ମାମଲା
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୧୬୦୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୫,୧୧୯ହୋଇଛି ।