ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୩୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯୯ ହୋଇ ଯାଇଛି ।
ପଶ୍ଚିମ ବଙ୍ଗରେ ଗତ ୨୪ ଘଂଟାରେ ୭୫୩ କରୋନାର ନୂଆ ମାମଲା
କୋଲକାତା ,ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୭୫୩ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୨୧୯ହୋଇ ଯାଇଛି ।