ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୩,୦୭୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬,୬୭୨
ଆସାମରେ କରୋନାର ୪୯୯ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୪୯୯ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୪,୫୬୬ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା
ଝାରଖଣ୍ଡରେ କରୋନାର ୭ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୭ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮ ହୋଇଛି ।