ମୁମ୍ବାଇ ,ମୁମ୍ବାଇରେ ଗତ ୨୪ ଘଂଟାରେ ୩୪୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୬ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୭୪୪ହୋଇଛି ।
ପଶ୍ଚିମ ବଙ୍ଗରେ ଗତ ୨୪ ଘଂଟାରେ ୫୦୬ କରୋନାର ନୂଆ ମାମଲା
କୋଲକାତା , ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୫୦୬ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୦୯୬ହୋଇ ଯାଇଛି ।