ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୮୬୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୪,୦୧୦ ହୋଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୬୭୩ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୬୭୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୬,୨୪୧ହୋଇଛି ।