କୋଲକାତା ,ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୭୦୩ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୦୭୪ ହୋଇ ଯାଇଛି ।
ମୁମ୍ବାଇରେ ଗତ ୨୪ ଘଂଟାରେ ୩୬୭ କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୩୬୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୬୯୬ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୩୮ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୩୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦୦ ହୋଇ ଯାଇଛି ।