ଭଦ୍ରକ, ବୈତରଣୀ ନଦୀରେ ବନ୍ୟାଜଳ ପ୍ରବେଶ କରିବା ପରେ ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକର ବାଂଶଡ଼ା ଅଂଚଳରେ ୨୫ଟି ଗ୍ରାମ ଜଳବନ୍ଦୀ ହୋଇଛି । ସମ୍ପୃକ୍ତ ଅଂଚଳକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ଅନେକ ଘର ପାଣି ଘେରରେ ରହିଛି । କେତେକ ସ୍ଥାନରେ ରିଲିଫ୍ ସାମଗ୍ରୀ ଏଯାବତ୍ ପହଂଚି ପାରିନାହିଁ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO