ଭୁବନେଶ୍ୱର, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଶ୍ୱକର୍ମା ଜୟନ୍ତୀରେ ଶୁଭକାମନା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ ସୃଜନ, ନିର୍ମାଣ, ଶିଳ୍ପ, ବାସ୍ତୁକଳା ସମେତ ସମସ୍ତ ସାଂସରିକ ବସ୍ତୁର ଅଧିଷ୍ଠାନର ଦେବତା ଭଗବାନ ବିଶ୍ୱକର୍ମାଙ୍କ ଜୟନ୍ତୀରେ ଦେଶବାସୀଙ୍କୁ ହାର୍ଦିକ ଶୁଭକାମନା । ଭଗବାନ ବିଶ୍ୱକର୍ମା ଏକ କୌଶଳ, କୁଶଳ ଓ ଆତ୍ମ ନିର୍ଭର ଭାରତ ନିର୍ମାଣରେ ଆମ ସମସ୍ତଙ୍କର ପ୍ରୟାସ ଉପରେ ସବୁବେଳେ ଆଶିଷ ଦେଉଥାନ୍ତୁ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO