ଭୁୁବନେଶ୍ୱର, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ବିଶିଷ୍ଟ ଶିକ୍ଷାବିତ୍, କବି, ଲେଖିକା, ବାଗ୍ମୀ ଓ ସାମ୍ବାଦିକା ମନୋରମା ମହାପାତ୍ରଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ତାଙ୍କୁ ଜଣେ ବିରଳ ବିଦୁଷୀ ଭାବରେ ବର୍ଣ୍ଣନା କରି ତାଙ୍କ ବିୟୋଗରେ ଓଡ଼ିଶାର ସାଂସ୍କୃତିକ ଜଗତରେ ଏକ ଶୂନ୍ୟସ୍ଥାନ ସୃଷ୍ଟି ହେଲା ବୋଲି କହିବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO