ଭୁବନେଶ୍ୱର – ଯାଜପୁରର ପିଇଓ ସ୍ମିତାରାଣୀ ବିଶ୍ୱାଳ ହତ୍ୟାକାଣ୍ଡ ଘଟଣାରେ ପୂର୍ଣ୍ଣ ତଦନ୍ତ କରିବାକୁ ଦାବି କରି ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ମହିଳା କମିଶନଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ମହିଳା କର୍ମୀମାନେ କାର୍ଯ୍ୟାଳୟ ମଧ୍ୟକୁ ଧଶେଇ ପଶିବାକୁ ଉଦ୍ୟମ କରିବା ବେଳେ ପୋଲିସ୍ ଓ ସେମାନଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା । ପୋଲିସ୍ କର୍ମଚାରୀମାନେ ସେମାନଙ୍କୁ ସେଠାରୁ ଉଠାଇ ନେଇ ଗିରଫ କରିଥିଲା ।
Related Stories
November 25, 2024