ନୂଆପଡା, ନୂଆପଡା ଜିଲ୍ଲା ଖରିଆରରୋଡ ରେଞ୍ଜ ଅଞ୍ଚଳରେ ୨ଟି ବଣୁଆ ହାତୀ ବୁଲୁଥିବା ଦେଖି ଲୋକେ ଆତଙ୍କିତ ହୋଇ ପଡିଛନ୍ତି । ଖରିଆରରୋଡ ରେଞ୍ଜ ମଶାନକୁଣ୍ତା, ପରକୋଡ ଗାଁ ପାଖରେ ହାତୀ ବୁଲୁ ଥିବା ଲୋକେ ଦେଖିଛନ୍ତି । ଖବର ପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ତେବେ ଏଯାଏ କ୍ଷୟକ୍ଷତିର କୌଣସି ସୂଚନା ନାହିଁ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO