
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୫,୬୫,୬୯୬ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୫୫,୯୯,୩୨,୭୦୯ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା
କରୋନାରେ ଦେଶରେ ଗତ ୨୪ ଘଂଟାରେ ୩୧,୩୮୨ ନୂଆ ମାମଲା
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୩୧,୩୮୨ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୩୧୮ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩,୦୦,୧୬୨ ଥିବା ବେଳେ ବର୍ତମାନ ସୁଦ୍ଧା ୪,୪୬,୩୬୮ଜଣ ମୃତ୍ୟୁ ବରଣ କରିଛନ୍ତି ।