
ତିରୁବନନ୍ତପୁରମ ,କେରଳରେ ଗତ ୨୪ ଘଂଟାରେ ୧୯,୬୮୨ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୬୦,୦୪୬ ହୋଇ ଯାଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୮୩୬ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୮୩୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୩,୫୯୦ହୋଇଛି ।
ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୧,୧୭୧ ନୂଆ ମାମଲା
ହାଇଦ୍ରାବାଦ ,ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୧,୧୭୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୪,୧୦୮ ହୋଇଛି ।