ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୪୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୩ ହୋଇ ଯାଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୧,୭୪୫ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୧,୭୪୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୭ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୭,୧୨୧ହୋଇଛି ।
ମୁମ୍ବାଇରେ ଗତ ୨୪ ଘଂଟାରେ ୪୯୭ କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୪୯୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୮୦୧ ହୋଇଛି ।