
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୩୭୧ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୩,୩୩୯ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଝାରଖଣ୍ଡରେ କରୋନାର ୧୬ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୧୬ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୫ ହୋଇଛି ।