ଭୁବନେଶ୍ବର,କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଦିନ ପିପିଲି ଉପନିର୍ବାଚନ ପ୍ରଚାର ମୈଦାନକୁ ଓହ୍ଲାଇବେ । ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କ ପାଇଁ ସେ ଆଜି ପ୍ରଚାର କରିବେ । ବିଜେପି ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ପ୍ରଚାର କାର୍ଯ୍ୟକ୍ରମରେ ଯୋଗ ଦେବେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO