ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୨୬,୦୪୧ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୨୭୬ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨,୯୯,୬୨୦ ଥିବା ବେଳେ ବର୍ତମାନ ସୁଦ୍ଧା ୪,୪୭,୧୯୪ ଜଣ ମୃତ୍ୟୁ ବରଣ କରିଛନ୍ତି ।
କରୋନାରେ ଦେଶରେ ଗତ ୨୪ ଘଂଟାରେ ୨୬,୦୪୧ ନୂଆ ମାମଲା