ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୯୩୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୨,୭୮୦ ହୋଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୧,୬୧୨ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୧,୬୧୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୮ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୭,୧୫୦ହୋଇଛି ।