ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୪୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦୦ ହୋଇ ଯାଇଛି ।
ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୧,୦୧୦ ନୂଆ ମାମଲା
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୧,୦୧୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୧,୫୦୩ହୋଇଛି ।