
-
ବିଏସକେୱାଇ ହିତାଧିକାରୀଙ୍କୁ ହେଲଥ କାର୍ଡ ବାଂଟିଲେ
-
୩୭ ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ପାରଳାଖେମୁଣ୍ଡି, ଆଜି ପାରଳାଖେମୁଣ୍ଡିରେ ପହଂଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ପାରଳାଖେମୁଣ୍ଡିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ) ରେ ହିତାଧିକାରୀଙ୍କୁ ହେଲଥ କାର୍ଡ ବଂଟନ କରିଛନ୍ତି । ଏଥି ସହିତ ୩୭ ଟି ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।